1 Chronicles 11:5 in Oriya 5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।
Other Translations King James Version (KJV) And the inhabitants of Jebus said to David, Thou shalt not come hither. Nevertheless David took the castle of Zion, which is the city of David.
American Standard Version (ASV) And the inhabitants of Jebus said to David, Thou shalt not come in hither. Nevertheless David took the stronghold of Zion; the same is the city of David.
Bible in Basic English (BBE) And the people of Jebus said to David, You will not come in here. But still, David took the strong place of Zion, which is the town of David.
Darby English Bible (DBY) And the inhabitants of Jebus said to David, Thou shalt not come in hither. But David took the stronghold of Zion, which is the city of David.
Webster's Bible (WBT) And the inhabitants of Jebus said to David, Thou shalt not come hither. Nevertheless David took the castle of Zion, which is the city of David.
World English Bible (WEB) The inhabitants of Jebus said to David, You shall not come in here. Nevertheless David took the stronghold of Zion; the same is the city of David.
Young's Literal Translation (YLT) And the inhabitants of Jebus say to David, `Thou dost not come in hither;' and David captureth the fortress of Zion -- it `is' the city of David.
Cross Reference 1 Samuel 17:9 in Oriya 9 ସେ ଯେବେ ମୋ' ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
2 Samuel 5:9 in Oriya 9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Samuel 6:10 in Oriya 10 ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାଶ୍ୱର୍ସ୍ଥ ଗିତ୍ତୀୟ ଓବେଦ-ଇଦୋମର ଗୃହରେ ରଖିଲେ,
2 Samuel 6:12 in Oriya 12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
1 Kings 8:1 in Oriya 1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନ-ବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
1 Chronicles 11:7 in Oriya 7 ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
2 Chronicles 5:2 in Oriya 2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 9:11 in Oriya 11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
Psalm 48:2 in Oriya 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Psalm 48:12 in Oriya 12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
Psalm 78:68 in Oriya 68 ମାତ୍ର ଯିହୂଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Psalm 87:2 in Oriya 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
Psalm 87:5 in Oriya 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”
Psalm 122:5 in Oriya 5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Psalm 132:13 in Oriya 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 14:1 in Oriya 1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।