1 Kings 8:15 in Oriya 15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Other Translations King James Version (KJV) And he said, Blessed be the LORD God of Israel, which spake with his mouth unto David my father, and hath with his hand fulfilled it, saying,
American Standard Version (ASV) And he said, Blessed be Jehovah, the God of Israel, who spake with his mouth unto David thy father, and hath with his hand fulfilled it, saying,
Bible in Basic English (BBE) And he said, Praise be to the Lord, the God of Israel, who himself gave his word to David my father, and with his strong hand has made his word come true, saying,
Darby English Bible (DBY) And he said: Blessed be Jehovah the God of Israel, who spoke with his mouth unto David my father, and hath with his hand fulfilled it, saying,
Webster's Bible (WBT) And he said, Blessed be the LORD God of Israel, who spoke with his mouth to David my father, and hath with his hand fulfilled it, saying,
World English Bible (WEB) He said, Blessed be Yahweh, the God of Israel, who spoke with his mouth to David your father, and has with his hand fulfilled it, saying,
Young's Literal Translation (YLT) And he saith, `Blessed `is' Jehovah, God of Israel, who spake by His mouth with David my father, and by His hand hath fulfilled `it', saying,
Cross Reference Joshua 21:45 in Oriya 45 ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।
Joshua 23:15 in Oriya 15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
2 Samuel 7:5 in Oriya 5 “ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,' ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ?
2 Samuel 7:12 in Oriya 12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
2 Samuel 7:25 in Oriya 25 ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
2 Samuel 7:28 in Oriya 28 ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ , ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
1 Chronicles 17:12 in Oriya 12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
1 Chronicles 29:20 in Oriya 20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
2 Chronicles 6:4 in Oriya 4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋ' ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
2 Chronicles 20:26 in Oriya 26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
Nehemiah 9:5 in Oriya 5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Psalm 41:13 in Oriya 13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।
Psalm 72:18 in Oriya 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 115:18 in Oriya 18 ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 117:1 in Oriya 1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
Psalm 138:2 in Oriya 2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
Isaiah 1:20 in Oriya 20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Luke 1:54 in Oriya 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
Luke 1:68 in Oriya 68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
Luke 1:70 in Oriya 70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,