1 Thessalonians 2:8 in Oriya 8 ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
Other Translations King James Version (KJV) So being affectionately desirous of you, we were willing to have imparted unto you, not the gospel of God only, but also our own souls, because ye were dear unto us.
American Standard Version (ASV) even so, being affectionately desirous of you, we were well pleased to impart unto you, not the gospel of God only, but also our own souls, because ye were become very dear to us.
Bible in Basic English (BBE) Even so, being full of loving desire for you, we took delight in giving you not only God's good news, but even our lives, because you were dear to us.
Darby English Bible (DBY) Thus, yearning over you, we had found our delight in having imparted to you not only the glad tidings of God, but our own lives also, because ye had become beloved of us.
World English Bible (WEB) Even so, affectionately longing for you, we were well pleased to impart to you, not the Gospel of God only, but also our own souls, because you had become very dear to us.
Young's Literal Translation (YLT) so being desirous of you, we are well-pleased to impart to you not only the good news of God, but also our own souls, because beloved ye have become to us,
Cross Reference Jeremiah 13:15 in Oriya 15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Luke 7:2 in Oriya 2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।
Acts 20:23 in Oriya 23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
Romans 1:11 in Oriya 11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
Romans 9:1 in Oriya 1 ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Romans 10:1 in Oriya 1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଇଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
Romans 15:29 in Oriya 29 ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
2 Corinthians 6:11 in Oriya 11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।
2 Corinthians 12:15 in Oriya 15 ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?
Galatians 4:19 in Oriya 19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।
Philippians 1:8 in Oriya 8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ।
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Philippians 2:20 in Oriya 20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ।
Philippians 2:25 in Oriya 25 କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
Philippians 4:1 in Oriya 1 ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
Colossians 1:7 in Oriya 7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
Philemon 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ,
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
1 John 3:16 in Oriya 16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ୍।