Acts 1:3 in Oriya 3 ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ।
Other Translations King James Version (KJV) To whom also he shewed himself alive after his passion by many infallible proofs, being seen of them forty days, and speaking of the things pertaining to the kingdom of God:
American Standard Version (ASV) To whom he also showed himself alive after his passion by many proofs, appearing unto them by the space of forty days, and speaking the things concerning the kingdom of God:
Bible in Basic English (BBE) And to whom he gave clear and certain signs that he was living, after his death; for he was seen by them for forty days, and gave them teaching about the kingdom of God:
Darby English Bible (DBY) to whom also he presented himself living, after he had suffered, with many proofs; being seen by them during forty days, and speaking of the things which concern the kingdom of God;
World English Bible (WEB) To these he also showed himself alive after he suffered, by many proofs, appearing to them over a period of forty days, and speaking about God's Kingdom.
Young's Literal Translation (YLT) to whom also he did present himself alive after his suffering, in many certain proofs, through forty days being seen by them, and speaking the things concerning the reign of God.
Cross Reference Deuteronomy 9:9 in Oriya 9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
Deuteronomy 9:18 in Oriya 18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
1 Kings 19:8 in Oriya 8 ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Matthew 3:2 in Oriya 2 “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Matthew 4:2 in Oriya 2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
Matthew 21:43 in Oriya 43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
Matthew 28:9 in Oriya 9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ। ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
Matthew 28:16 in Oriya 16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
Mark 16:10 in Oriya 10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
Luke 17:20 in Oriya 20 ଇଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;
Luke 24:1 in Oriya 1 ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ।
John 20:1 in Oriya 1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।
John 20:26 in Oriya 26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
John 21:1 in Oriya 1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
John 21:14 in Oriya 14 ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
Acts 13:31 in Oriya 31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
Acts 28:31 in Oriya 31 ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଇଶ୍ବରଙ୍କ ରାଜ୍ୟରେ କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
1 Corinthians 15:5 in Oriya 5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
Colossians 1:13 in Oriya 13 ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
1 Thessalonians 2:12 in Oriya 12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଇଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।