Acts 10:2 in Oriya2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।