Acts 10:36 in Oriya36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।