Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Other Translations King James Version (KJV) Now there were in the church that was at Antioch certain prophets and teachers; as Barnabas, and Simeon that was called Niger, and Lucius of Cyrene, and Manaen, which had been brought up with Herod the tetrarch, and Saul.
American Standard Version (ASV) Now there were at Antioch, in the church that was `there', prophets and teachers, Barnabas, and Symeon that was called Niger, and Lucius of Cyrene, and Manaen the foster-brother of Herod the tetrarch, and Saul.
Bible in Basic English (BBE) Now there were at Antioch, in the church there, prophets and teachers, Barnabas, and Symeon who was named Niger, and Lucius of Cyrene, and Manaen, a relation of Herod the king, and Saul.
Darby English Bible (DBY) Now there were in Antioch, in the assembly which was [there], prophets and teachers: Barnabas, and Simeon who was called Niger, and Lucius the Cyrenian, and Manaen, foster-brother of Herod the tetrarch, and Saul.
World English Bible (WEB) Now in the assembly that was at Antioch there were some prophets and teachers: Barnabas, Simeon who was called Niger, Lucius of Cyrene, Manaen the foster-brother of Herod the tetrarch, and Saul.
Young's Literal Translation (YLT) And there were certain in Antioch, in the assembly there, prophets and teachers; both Barnabas, and Simeon who is called Niger, and Lucius the Cyrenian, Manaen also -- Herod the tetrarch's foster-brother -- and Saul;
Cross Reference Matthew 14:1 in Oriya 1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Luke 3:1 in Oriya 1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
Luke 3:19 in Oriya 19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
Luke 13:31 in Oriya 31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
Luke 23:7 in Oriya 7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ।
Acts 4:36 in Oriya 36 ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 11:19 in Oriya 19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Acts 11:22 in Oriya 22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।
Acts 11:30 in Oriya 30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
Acts 12:25 in Oriya 25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ।
Acts 13:9 in Oriya 9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
Acts 14:26 in Oriya 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Acts 15:32 in Oriya 32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Acts 15:35 in Oriya 35 ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Acts 19:6 in Oriya 6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Acts 21:9 in Oriya 9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।
Romans 12:6 in Oriya 6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Romans 16:21 in Oriya 21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Corinthians 9:6 in Oriya 6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 14:24 in Oriya 24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
Galatians 2:9 in Oriya 9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
Galatians 2:13 in Oriya 13 ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Philippians 4:22 in Oriya 22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Thessalonians 5:20 in Oriya 20 ଭାବବାଣୀ ତୁଚ୍ଛ କର ନାହିଁ;