Acts 20:21 in Oriya21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଇଶ୍ବରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ।