Acts 26:6 in Oriya6 ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।