Acts 7:42 in Oriya 42 କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
Other Translations King James Version (KJV) Then God turned, and gave them up to worship the host of heaven; as it is written in the book of the prophets, O ye house of Israel, have ye offered to me slain beasts and sacrifices by the space of forty years in the wilderness?
American Standard Version (ASV) But God turned, and gave them up to serve the host of heaven; as it is written in the book of the prophets, Did ye offer unto me slain beasts and sacrifices Forty years in the wilderness, O house of Israel?
Bible in Basic English (BBE) But God was turned from them and let them give worship to the stars of heaven, as it says in the book of the prophets, Did you make offerings to me of sheep and oxen for forty years in the waste land, O house of Israel?
Darby English Bible (DBY) But God turned and delivered them up to serve the host of heaven; as it is written in [the] book of the prophets, Have ye offered me victims and sacrifices forty years in the wilderness, O house of Israel?
World English Bible (WEB) But God turned, and gave them up to serve the host of the sky, as it is written in the book of the prophets, 'Did you offer to me slain animals and sacrifices Forty years in the wilderness, O house of Israel?
Young's Literal Translation (YLT) and God did turn, and did give them up to do service to the host of the heaven, according as it hath been written in the scroll of the prophets: Slain beasts and sacrifices did ye offer to Me forty years in the wilderness, O house of Israel?
Cross Reference Deuteronomy 4:19 in Oriya 19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
Deuteronomy 17:3 in Oriya 3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
Joshua 24:20 in Oriya 20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
2 Kings 17:16 in Oriya 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
2 Kings 21:3 in Oriya 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
Job 31:26 in Oriya 26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
Psalm 81:11 in Oriya 11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
Psalm 95:10 in Oriya 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;
Isaiah 43:23 in Oriya 23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Isaiah 66:4 in Oriya 4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”
Jeremiah 19:13 in Oriya 13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।”
Ezekiel 8:16 in Oriya 16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
Ezekiel 14:7 in Oriya 7 କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
Ezekiel 20:25 in Oriya 25 ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Hosea 4:17 in Oriya 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।
Amos 5:25 in Oriya 25 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ ?
Acts 7:36 in Oriya 36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।
Romans 1:24 in Oriya 24 ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
Hebrews 3:9 in Oriya 9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।
Hebrews 3:15 in Oriya 15 ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।