Amos 2:9 in Oriya 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ୍ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
Other Translations King James Version (KJV) Yet destroyed I the Amorite before them, whose height was like the height of the cedars, and he was strong as the oaks; yet I destroyed his fruit from above, and his roots from beneath.
American Standard Version (ASV) Yet destroyed I the Amorite before them, whose height was like the height of the cedars, and he was strong as the oaks; yet I destroyed his fruit from above, and his roots from beneath.
Bible in Basic English (BBE) Though I sent destruction on the Amorite before them, who was tall as the cedar and strong as the oak-tree, cutting off his fruit from on high and his roots from under the earth.
Darby English Bible (DBY) But I destroyed the Amorite before them, whose height was as the height of the cedars, and he was strong as the oaks; but I destroyed his fruit from above, and his roots from beneath.
World English Bible (WEB) Yet I destroyed the Amorite before them, Whose height was like the height of the cedars, And he was strong as the oaks; Yet I destroyed his fruit from above, and his roots from beneath.
Young's Literal Translation (YLT) And I -- I have destroyed the Amorite from before them, Whose height `is' as the height of cedars, And strong he `is' as the oaks, And I destroy his fruit from above, And his roots from beneath.
Cross Reference Genesis 15:16 in Oriya 16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 34:11 in Oriya 11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।
Numbers 13:28 in Oriya 28 ତଥାପି ସେହି ଦେଶ ନିବାସୀମାନେ ବଳବାନ୍ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
Numbers 13:32 in Oriya 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
Numbers 21:23 in Oriya 23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
Deuteronomy 1:28 in Oriya 28 ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ୍ ଓ ଉଚ୍ଚ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।
Deuteronomy 2:10 in Oriya 10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ୍ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
Deuteronomy 2:24 in Oriya 24 “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
Deuteronomy 3:11 in Oriya 11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
Deuteronomy 9:1 in Oriya 1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ୍ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
Joshua 3:10 in Oriya 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
Joshua 10:12 in Oriya 12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
Joshua 11:21 in Oriya 21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
Joshua 24:8 in Oriya 8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
Judges 11:21 in Oriya 21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।
2 Samuel 23:16 in Oriya 16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ।
Nehemiah 9:22 in Oriya 22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Job 18:16 in Oriya 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
Psalm 135:10 in Oriya 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Psalm 136:17 in Oriya 17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Ezekiel 17:9 in Oriya 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।