Colossians 1:28 in Oriya28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;