Daniel 2:21 in Oriya 21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Other Translations King James Version (KJV) And he changeth the times and the seasons: he removeth kings, and setteth up kings: he giveth wisdom unto the wise, and knowledge to them that know understanding:
American Standard Version (ASV) And he changeth the times and the seasons; he removeth kings, and setteth up kings; he giveth wisdom unto the wise, and knowledge to them that have understanding;
Bible in Basic English (BBE) By him times and years are changed: by him kings are taken away and kings are lifted up: he gives wisdom to the wise, and knowledge to those whose minds are awake:
Darby English Bible (DBY) And it is he that changeth times and seasons; He deposeth kings, and setteth up kings; He giveth wisdom to the wise, And knowledge to them that know understanding.
World English Bible (WEB) He changes the times and the seasons; he removes kings, and sets up kings; he gives wisdom to the wise, and knowledge to those who have understanding;
Young's Literal Translation (YLT) And He is changing times and seasons, He is causing kings to pass away, and He is raising up kings; He is giving wisdom to the wise, and knowledge to those possessing understanding.
Cross Reference Exodus 31:3 in Oriya 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
Exodus 31:6 in Oriya 6 ଆଉ ଦେଖ, ଆମ୍ଭେ ଦାନ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
1 Samuel 2:7 in Oriya 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
1 Kings 3:8 in Oriya 8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
1 Kings 3:28 in Oriya 28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।
1 Kings 4:29 in Oriya 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
1 Kings 10:24 in Oriya 24 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
1 Chronicles 22:12 in Oriya 12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
1 Chronicles 29:30 in Oriya 30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।
2 Chronicles 1:10 in Oriya 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”
Esther 1:13 in Oriya 13 ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
Job 12:18 in Oriya 18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
Job 34:24 in Oriya 24 ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।
Psalm 31:14 in Oriya 14 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହିଲି, “ତୁମ୍ଭେ ମୋହର ପରମେଶ୍ୱର।”
Psalm 75:5 in Oriya 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
Psalm 113:7 in Oriya 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
Proverbs 2:6 in Oriya 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Proverbs 8:15 in Oriya 15 ମୋ' ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
Ecclesiastes 3:1 in Oriya 1 ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି;
Jeremiah 27:5 in Oriya 5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Daniel 2:9 in Oriya 9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ' ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।
Daniel 4:17 in Oriya 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 11:6 in Oriya 6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
Acts 13:21 in Oriya 21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 3:15 in Oriya 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।