Ecclesiastes 5:6 in Oriya 6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?
Other Translations King James Version (KJV) Suffer not thy mouth to cause thy flesh to sin; neither say thou before the angel, that it was an error: wherefore should God be angry at thy voice, and destroy the work of thine hands?
American Standard Version (ASV) Suffer not thy mouth to cause thy flesh to sin; neither say thou before the angel, that is was an error: wherefore should God be angry at thy voice, and destroy the work of thy hands?
Bible in Basic English (BBE) Because much talk comes from dreams and things of no purpose. But let the fear of God be in you.
Darby English Bible (DBY) Suffer not thy mouth to cause thy flesh to sin; neither say thou before the angel, that it was an inadvertence. Wherefore should God be wroth at thy voice, and destroy the work of thy hands?
World English Bible (WEB) Don't allow your mouth to lead you into sin. Don't protest before the messenger that this was a mistake. Why should God be angry at your voice, and destroy the work of your hands?
Young's Literal Translation (YLT) Suffer not thy mouth to cause thy flesh to sin, nor say before the messenger, that `it `is' an error,' why is God wroth because of thy voice, and hath destroyed the work of thy hands?
Cross Reference Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Leviticus 5:4 in Oriya 4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
Leviticus 27:9 in Oriya 9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।
Numbers 15:25 in Oriya 25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
Ecclesiastes 5:1 in Oriya 1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Haggai 1:9 in Oriya 9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
Haggai 2:14 in Oriya 14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
1 Corinthians 3:13 in Oriya 13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
1 Corinthians 11:10 in Oriya 10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ୍।
1 Timothy 5:21 in Oriya 21 ଇଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
James 1:26 in Oriya 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
2 John 1:8 in Oriya 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।