Ephesians 4:31 in Oriya31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;