Cross Reference Genesis 32:24 in Oriya 24 ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
1 Kings 8:52 in Oriya 52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।
1 Kings 8:54 in Oriya 54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
1 Kings 8:59 in Oriya 59 ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ;
1 Kings 9:3 in Oriya 3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
Esther 4:8 in Oriya 8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
Job 27:10 in Oriya 10 ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ? ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ?
Psalm 4:1 in Oriya 1 ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
Psalm 6:9 in Oriya 9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
Isaiah 26:16 in Oriya 16 ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 15:25 in Oriya 25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ।
Matthew 26:41 in Oriya 41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Mark 13:33 in Oriya 33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
Mark 14:38 in Oriya 38 ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Luke 3:26 in Oriya 26 ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
Luke 3:37 in Oriya 37 ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,
Luke 11:5 in Oriya 5 ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Luke 21:36 in Oriya 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।
Luke 22:46 in Oriya 46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।
Acts 1:14 in Oriya 14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
Acts 6:4 in Oriya 4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Acts 12:5 in Oriya 5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Romans 8:26 in Oriya 26 ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
Romans 12:12 in Oriya 12 ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
Ephesians 1:16 in Oriya 16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
Ephesians 2:22 in Oriya 22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଇଶ୍ବରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ephesians 3:18 in Oriya 18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:4 in Oriya 4 ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
Colossians 1:4 in Oriya 4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;
Colossians 4:2 in Oriya 2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
1 Timothy 2:1 in Oriya 1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
2 Timothy 1:3 in Oriya 3 ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
Philemon 1:5 in Oriya 5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,