Ezekiel 10:1 in Oriya 1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।
Other Translations King James Version (KJV) Then I looked, and, behold, in the firmament that was above the head of the cherubims there appeared over them as it were a sapphire stone, as the appearance of the likeness of a throne.
American Standard Version (ASV) Then I looked, and behold, in the firmament that was over the head of the cherubim there appeared above them as it were a sapphire stone, as the appearance of the likeness of a throne.
Bible in Basic English (BBE) Then looking, I saw that on the arch which was over the head of the winged ones there was seen over them what seemed like a sapphire stone, having the form of a king's seat.
Darby English Bible (DBY) And I looked, and behold, in the expanse that was over the head of the cherubim there appeared above them as it were a sapphire stone, as the appearance of the likeness of a throne.
World English Bible (WEB) Then I looked, and see, in the expanse that was over the head of the cherubim there appeared above them as it were a sapphire{or, lapis lazuli} stone, as the appearance of the likeness of a throne.
Young's Literal Translation (YLT) And I look, and lo, on the expanse that `is' above the head of the cherubs, as a sapphire stone, as the appearance of the likeness of a throne, He hath been seen over them.
Cross Reference Genesis 18:2 in Oriya 2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
Genesis 18:17 in Oriya 17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ?
Genesis 18:22 in Oriya 22 ଏଥିଉତ୍ତାରୁ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
Genesis 18:31 in Oriya 31 ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
Genesis 32:24 in Oriya 24 ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
Genesis 32:30 in Oriya 30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
Exodus 24:10 in Oriya 10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
Joshua 5:13 in Oriya 13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?
Joshua 6:2 in Oriya 2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।
Psalm 18:10 in Oriya 10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
Psalm 68:17 in Oriya 17 ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
Isaiah 21:8 in Oriya 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”
Jeremiah 13:6 in Oriya 6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
Jeremiah 13:8 in Oriya 8 ତେବେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
Jeremiah 13:18 in Oriya 18 ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ ମୁକୁଟ ତଳେ ପଡ଼ିଅଛି।
Ezekiel 1:22 in Oriya 22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
Ezekiel 10:20 in Oriya 20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
Ezekiel 11:22 in Oriya 22 ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
Habakkuk 2:1 in Oriya 1 ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ' ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
Ephesians 1:20 in Oriya 20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
1 Peter 3:22 in Oriya 22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
Revelation 1:13 in Oriya 13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
Revelation 4:2 in Oriya 2 ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;