Ezekiel 24:6 in Oriya 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
Other Translations King James Version (KJV) Wherefore thus saith the Lord GOD; Woe to the bloody city, to the pot whose scum is therein, and whose scum is not gone out of it! bring it out piece by piece; let no lot fall upon it.
American Standard Version (ASV) Wherefore thus saith the Lord Jehovah: Woe to the bloody city, to the caldron whose rust is therein, and whose rust is not gone out of it! take out of it piece after piece; No lot is fallen upon it.
Bible in Basic English (BBE) For this is what the Lord has said: A curse is on the town of blood, the cooking-pot which is unclean inside, which has never been made clean! take out its bits; its fate is still to come on it.
Darby English Bible (DBY) Therefore thus saith the Lord Jehovah: Woe to the bloody city, to the pot whose rust is therein, and whose rust is not gone out of it! Bring it out piece by piece; let no lot fall upon it:
World English Bible (WEB) Therefore thus says the Lord Yahweh: Woe to the bloody city, to the caldron whose rust is therein, and whose rust is not gone out of it! take out of it piece after piece; No lot is fallen on it.
Young's Literal Translation (YLT) Therefore, thus said the Lord Jehovah: Wo `to' the city of blood, A pot whose scum `is' in it, And its scum hath not come out of it, By piece of it, by piece of it bring it out, Not fallen on it hath a lot.
Cross Reference Joshua 7:16 in Oriya 16 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।
Joshua 10:22 in Oriya 22 ଏଥିଉତ୍ତାରେ ଯିହୋଶୂୟ କହିଲେ, ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।
1 Samuel 14:40 in Oriya 40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।
2 Samuel 8:2 in Oriya 2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
2 Kings 21:16 in Oriya 16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
2 Kings 24:4 in Oriya 4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
Jeremiah 6:29 in Oriya 29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
Ezekiel 9:5 in Oriya 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Ezekiel 11:6 in Oriya 6 ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ।
Ezekiel 11:11 in Oriya 11 ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା।
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Ezekiel 22:6 in Oriya 6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 22:27 in Oriya 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Ezekiel 23:37 in Oriya 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
Ezekiel 24:9 in Oriya 9 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର ! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।
Ezekiel 24:11 in Oriya 11 ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।
Joel 3:3 in Oriya 3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
Obadiah 1:11 in Oriya 11 ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।
Jonah 1:7 in Oriya 7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Nahum 3:1 in Oriya 1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
Nahum 3:10 in Oriya 10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Revelation 11:7 in Oriya 7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
Revelation 18:24 in Oriya 24 ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।