Ezekiel 33:24 in Oriya 24 “ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
Other Translations King James Version (KJV) Son of man, they that inhabit those wastes of the land of Israel speak, saying, Abraham was one, and he inherited the land: but we are many; the land is given us for inheritance.
American Standard Version (ASV) Son of man, they that inhabit those waste places in the land of Israel speak, saying, Abraham was one, and he inherited the land: but we are many; the land is given us for inheritance.
Bible in Basic English (BBE) Son of man, those who are living in these waste places in the land of Israel say, Abraham was but one, and he had land for his heritage: but we are a great number; the land is given to us for our heritage.
Darby English Bible (DBY) Son of man, they that inhabit those waste places in the land of Israel speak, saying, Abraham was one, and he inherited this land, and we are many: the land is given us for a possession.
World English Bible (WEB) Son of man, they who inhabit those waste places in the land of Israel speak, saying, Abraham was one, and he inherited the land: but we are many; the land is given us for inheritance.
Young's Literal Translation (YLT) `Son of man, the inhabitants of these wastes on the ground of Israel are speaking, saying: Alone hath been Abraham -- and he possesseth the land, and we `are' many -- to us hath the land been given for a possession.
Cross Reference Isaiah 51:2 in Oriya 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Jeremiah 39:10 in Oriya 10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
Jeremiah 40:7 in Oriya 7 ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
Ezekiel 5:3 in Oriya 3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
Ezekiel 11:15 in Oriya 15 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
Ezekiel 33:27 in Oriya 27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା'ନ୍ତି, ସେମାନେ ମହାମାରୀରେ ମରିବେ।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 36:4 in Oriya 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Luke 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
John 8:33 in Oriya 33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?
John 8:39 in Oriya 39 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
Acts 7:5 in Oriya 5 ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟଦ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।
Romans 4:12 in Oriya 12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
Romans 9:7 in Oriya 7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
1 Thessalonians 5:3 in Oriya 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।