Genesis 14:20 in Oriya 20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
Other Translations King James Version (KJV) And blessed be the most high God, which hath delivered thine enemies into thy hand. And he gave him tithes of all.
American Standard Version (ASV) and blessed be God Most High, who hath delivered thine enemies into thy hand. And he gave him a tenth of all.
Bible in Basic English (BBE) And let the Most High God be praised, who has given into your hands those who were against you. Then Abram gave him a tenth of all the goods he had taken.
Darby English Bible (DBY) And blessed be the Most High ùGod, who has delivered thine enemies into thy hand. And he gave him the tenth of all.
Webster's Bible (WBT) And blessed be the most high God, who hath delivered thy enemies into thy hand. And he gave him tithes of all.
World English Bible (WEB) and blessed be God Most High, who has delivered your enemies into your hand." Abram gave him a tenth of all.
Young's Literal Translation (YLT) and blessed `is' God Most High, who hath delivered thine adversaries into thy hand;' and he giveth to him a tenth of all.
Cross Reference Genesis 9:26 in Oriya 26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
Genesis 24:27 in Oriya 27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ' କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାଁନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ' କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
Genesis 28:22 in Oriya 22 ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
Leviticus 27:30 in Oriya 30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
Numbers 28:26 in Oriya 26 ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Deuteronomy 12:17 in Oriya 17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।
Deuteronomy 14:23 in Oriya 23 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
Deuteronomy 14:28 in Oriya 28 ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ୱାର ଭିତରେ ସଞ୍ଚୟ କରି ରଖିବ;
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
2 Chronicles 31:5 in Oriya 5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ ସନ୍ତାନନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
2 Chronicles 31:12 in Oriya 12 ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
Nehemiah 10:37 in Oriya 37 ପୁଣି, ଆମ୍ଭମାନଙ୍କ ଚ୍କଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରୀକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
Nehemiah 13:12 in Oriya 12 ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।
Psalm 44:3 in Oriya 3 କାରଣ ସେମାନେ ନିଜ ଖଡ଼୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
Psalm 68:19 in Oriya 19 ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 144:1 in Oriya 1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ' ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ' ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
Amos 4:4 in Oriya 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Malachi 3:8 in Oriya 8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Luke 18:12 in Oriya 12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Hebrews 7:4 in Oriya 4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,