Genesis 42:13 in Oriya 13 ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
Other Translations King James Version (KJV) And they said, Thy servants are twelve brethren, the sons of one man in the land of Canaan; and, behold, the youngest is this day with our father, and one is not.
American Standard Version (ASV) And they said, We thy servants are twelve brethren, the sons of one man in the land of Canaan; and, behold, the youngest is this day with our father, and one is not.
Bible in Basic English (BBE) Then they said, We your servants are twelve brothers, sons of one man in the land of Canaan; the youngest of us is now with our father, and one is dead.
Darby English Bible (DBY) And they said, Thy servants were twelve brethren, sons of one man, in the land of Canaan; and behold, the youngest is this day with our father, and one is not.
Webster's Bible (WBT) And they said, Thy servants are twelve brethren, the sons of one man in the land of Canaan; and behold, the youngest is this day with our father, and one is not.
World English Bible (WEB) They said, "We, your servants, are twelve brothers, the sons of one man in the land of Canaan; and, behold, the youngest is this day with our father, and one is no more."
Young's Literal Translation (YLT) and they say, `Thy servants `are' twelve brethren; we `are' sons of one man in the land of Canaan, and lo, the young one `is' with our father to-day, and the one is not.'
Cross Reference Genesis 29:32 in Oriya 32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ' ସ୍ୱାମୀ ମୋତେ ଭଲ ପାଇବେ।”
Genesis 30:6 in Oriya 6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ (ବିଚାର) ରଖିଲା।
Genesis 35:16 in Oriya 16 ଏଥିଉତ୍ତାରେ ସେମାନେ ବୈଥେଲଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବ ବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
Genesis 37:30 in Oriya 30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି ?”
Genesis 42:11 in Oriya 11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହଁନ୍ତି।
Genesis 42:32 in Oriya 32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।”
Genesis 42:36 in Oriya 36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନକୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
Genesis 42:38 in Oriya 38 ତେବେ ସେ କହିଲେ, “ମୋ' ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”
Genesis 43:7 in Oriya 7 ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ? ତୁମ୍ଭମାନଙ୍କର କି ଆଉ ଭାଇ ଅଛି ? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ ?”
Genesis 44:20 in Oriya 20 ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।
Genesis 44:28 in Oriya 28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।”
Genesis 45:26 in Oriya 26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
Genesis 46:8 in Oriya 8 ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
Exodus 1:2 in Oriya 2 ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା;
Numbers 1:1 in Oriya 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
Numbers 10:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Numbers 26:1 in Oriya 1 ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
Numbers 34:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
1 Chronicles 2:1 in Oriya 1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍;
Jeremiah 31:15 in Oriya 15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”
Lamentations 5:7 in Oriya 7 ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
Matthew 2:16 in Oriya 16 ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
Matthew 2:18 in Oriya 18 “ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”