Genesis 49:24 in Oriya 24 ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
Other Translations King James Version (KJV) But his bow abode in strength, and the arms of his hands were made strong by the hands of the mighty God of Jacob; (from thence is the shepherd, the stone of Israel:)
American Standard Version (ASV) But his bow abode in strength, And the arms of his hands were made strong, By the hands of the Mighty One of Jacob, (From thence is the shepherd, the stone of Israel),
Bible in Basic English (BBE) But their bows were broken by a strong one, and the cords of their arms were cut by the Strength of Jacob, by the name of the Stone of Israel:
Darby English Bible (DBY) But his bow abideth firm, And the arms of his hands are supple By the hands of the Mighty One of Jacob. From thence is the shepherd, the stone of Israel:
Webster's Bible (WBT) But his bow abode in strength, and the arms of his hands were made strong by the hands of the mighty God of Jacob: from thence is the shepherd the stone of Israel:
World English Bible (WEB) But his bow abode in strength, The arms of his hands were made strong, By the hands of the Mighty One of Jacob, (From there is the shepherd, the stone of Israel),
Young's Literal Translation (YLT) And his bow abideth in strength, And strengthened are the arms of his hands By the hands of the Mighty One of Jacob, Whence is a shepherd, a son of Israel.
Cross Reference Genesis 35:10 in Oriya 10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।”
Genesis 45:5 in Oriya 5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
Genesis 45:7 in Oriya 7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।
Genesis 45:11 in Oriya 11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।
Genesis 47:12 in Oriya 12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
Genesis 50:21 in Oriya 21 ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Numbers 27:16 in Oriya 16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Deuteronomy 34:9 in Oriya 9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
Joshua 1:1 in Oriya 1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
Joshua 24:1 in Oriya 1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
Nehemiah 6:9 in Oriya 9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
Job 29:20 in Oriya 20 ମୋହର ଗୌରବ ମୋ'ଠାରେ ସତେଜ ଥାଏ ଓ ମୋ' ଧନୁ ମୋ' ହସ୍ତରେ ନୂତନୀକୃତ ହୁଏ।
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 18:30 in Oriya 30 ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
Psalm 18:32 in Oriya 32 ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
Psalm 23:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Psalm 28:8 in Oriya 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Psalm 37:14 in Oriya 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
Psalm 44:7 in Oriya 7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Psalm 89:1 in Oriya 1 ଇଷ୍ରାହୀୟ ଏଥନର ମସ୍କୀଲ୍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି।
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Psalm 132:2 in Oriya 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
Psalm 132:5 in Oriya 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
Isaiah 1:24 in Oriya 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 29:24 in Oriya 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 60:16 in Oriya 16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
Zechariah 3:9 in Oriya 9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
Zechariah 10:12 in Oriya 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।
Matthew 21:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
Mark 12:10 in Oriya 10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Luke 20:17 in Oriya 17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?
Acts 4:11 in Oriya 11 ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି।
Romans 14:4 in Oriya 4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Colossians 1:11 in Oriya 11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
1 Peter 2:4 in Oriya 4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଇଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,