Hebrews 1:14 in Oriya14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?