Hebrews 3:1 in Oriya1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;