Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Other Translations King James Version (KJV) Who in the days of his flesh, when he had offered up prayers and supplications with strong crying and tears unto him that was able to save him from death, and was heard in that he feared;
American Standard Version (ASV) Who in the days of his flesh, having offered up prayers and supplications with strong crying and tears unto him that was able to save him from death, and having been heard for his godly fear,
Bible in Basic English (BBE) Who in the days of his flesh, having sent up prayers and requests with strong crying and weeping to him who was able to give him salvation from death, had his prayer answered because of his fear of God.
Darby English Bible (DBY) Who in the days of his flesh, having offered up both supplications and entreaties to him who was able to save him out of death, with strong crying and tears; (and having been heard because of his piety;)
World English Bible (WEB) He, in the days of his flesh, having offered up prayers and petitions with strong crying and tears to him who was able to save him from death, and having been heard for his godly fear,
Young's Literal Translation (YLT) who in the days of his flesh both prayers and supplications unto Him who was able to save him from death -- with strong crying and tears -- having offered up, and having been heard in respect to that which he feared,
Cross Reference Leviticus 2:2 in Oriya 2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Leviticus 4:4 in Oriya 4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
Psalm 18:19 in Oriya 19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ'ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Psalm 22:24 in Oriya 24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 88:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ' ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 53:3 in Oriya 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Matthew 26:28 in Oriya 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Matthew 26:52 in Oriya 52 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ।
Matthew 27:46 in Oriya 46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
Matthew 27:50 in Oriya 50 କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।
Mark 14:32 in Oriya 32 ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।
Mark 15:34 in Oriya 34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ‘ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
Mark 15:37 in Oriya 37 କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ।
Luke 22:41 in Oriya 41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
Luke 23:46 in Oriya 46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 11:35 in Oriya 35 ଯୀଶୁ କାନ୍ଦିଲେ।
John 11:42 in Oriya 42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।
John 12:27 in Oriya 27 ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
John 17:1 in Oriya 1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
John 17:4 in Oriya 4 ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
1 John 4:3 in Oriya 3 ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ୱରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
2 John 1:7 in Oriya 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।