Hebrews 6:2 in Oriya2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।