Hebrews 7:25 in Oriya25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।