Isaiah 2:11 in Oriya11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।