Isaiah 56:3 in Oriya 3 “ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
Other Translations King James Version (KJV) Neither let the son of the stranger, that hath joined himself to the LORD, speak, saying, The LORD hath utterly separated me from his people: neither let the eunuch say, Behold, I am a dry tree.
American Standard Version (ASV) Neither let the foreigner, that hath joined himself to Jehovah, speak, saying, Jehovah will surely separate me from his people; neither let the eunuch say, Behold, I am a dry tree.
Bible in Basic English (BBE) And let not the man from a strange country, who has been joined to the Lord, say, The Lord will certainly put a division between me and his people: and let not the unsexed man say, See, I am a dry tree.
Darby English Bible (DBY) And let not the son of the alien, that hath joined himself to Jehovah, speak saying, Jehovah hath entirely separated me from his people; neither let the eunuch say, Behold, I am a dry tree;
World English Bible (WEB) Neither let the foreigner, who has joined himself to Yahweh, speak, saying, Yahweh will surely separate me from his people; neither let the eunuch say, Behold, I am a dry tree.
Young's Literal Translation (YLT) Nor speak let a son of the stranger, Who is joined unto Jehovah, saying: `Jehovah doth certainly separate me from His people.' Nor say let the eunuch, `Lo, I am a tree dried up,'
Cross Reference Numbers 18:4 in Oriya 4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
Numbers 18:7 in Oriya 7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
Deuteronomy 23:1 in Oriya 1 ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
Isaiah 14:1 in Oriya 1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
Isaiah 39:7 in Oriya 7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Isaiah 56:5 in Oriya 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
Jeremiah 38:7 in Oriya 7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ୱାରରେ ଉପବିଷ୍ଟ ଥିଲା।
Jeremiah 39:16 in Oriya 16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।'
Jeremiah 50:5 in Oriya 5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।'
Daniel 1:3 in Oriya 3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Matthew 8:10 in Oriya 10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
Matthew 15:26 in Oriya 26 ମାତ୍ର ସେ ଉତ୍ତର ଦେଲେ, ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।
Matthew 19:12 in Oriya 12 କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରି ପାରେ, ସେ ଗ୍ରହଣ କରୁ।
Luke 7:6 in Oriya 6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Acts 8:26 in Oriya 26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
Acts 10:1 in Oriya 1 କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Acts 13:47 in Oriya 47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।”
Acts 17:4 in Oriya 4 ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
Acts 18:7 in Oriya 7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।
Romans 2:10 in Oriya 10 ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
1 Corinthians 6:17 in Oriya 17 କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।
Ephesians 2:22 in Oriya 22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଇଶ୍ବରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
1 Peter 1:1 in Oriya 1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,