Isaiah 66:19 in Oriya 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
Other Translations King James Version (KJV) And I will set a sign among them, and I will send those that escape of them unto the nations, to Tarshish, Pul, and Lud, that draw the bow, to Tubal, and Javan, to the isles afar off, that have not heard my fame, neither have seen my glory; and they shall declare my glory among the Gentiles.
American Standard Version (ASV) And I will set a sign among them, and I will send such as escape of them unto the nations, to Tarshish, Pul, and Lud, that draw the bow, to Tubal and Javan, to the isles afar off, that have not heard my fame, neither have seen my glory; and they shall declare my glory among the nations.
Bible in Basic English (BBE) And I will put a sign among them, and I will send those who are still living to the nations, to Tarshish, Put, and Lud, Meshech and Rosh, Tubal and Javan, to the sea-lands far away, who have not had word of me, or seen my glory; and they will give the knowledge of my glory to the nations.
Darby English Bible (DBY) And I will set a sign among them, and I will send those that escape of them unto the nations, to Tarshish, Pul, and Lud, that draw the bow; to Tubal and Javan, to the isles afar off, that have not heard my fame, neither have seen my glory: and they shall declare my glory among the nations.
World English Bible (WEB) I will set a sign among them, and I will send such as escape of them to the nations, to Tarshish, Pul, and Lud, who draw the bow, to Tubal and Javan, to the isles afar off, who have not heard my fame, neither have seen my glory; and they shall declare my glory among the nations.
Young's Literal Translation (YLT) And I have set among them a sign, And have sent out of them those escaping unto the nations, (Tarshish, Pul, and Lud, drawing bow, Tubal and Javan, the isles that are far off,) Who have not heard My fame, nor seen Mine honour, And they have declared Mine honour among nations.
Cross Reference Genesis 10:2 in Oriya 2 ଗୋମର, ମାଗୋଗ୍, ମାଦୟ, ଯବନ, ତୂବଲ, ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ।
Genesis 10:4 in Oriya 4 ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
Genesis 10:13 in Oriya 13 ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ
1 Chronicles 1:7 in Oriya 7 ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ୍, କିତ୍ତୀମ୍ ଓ ରୋଦାନିମ୍ ଥିଲେ।
1 Chronicles 1:11 in Oriya 11 ମିସର ଲୂଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,
1 Chronicles 16:24 in Oriya 24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
Psalm 72:10 in Oriya 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜାଗଣ ଭେଟୀ ଦାନ କରିବେ।
Isaiah 2:16 in Oriya 16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 18:3 in Oriya 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
Isaiah 18:7 in Oriya 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।
Isaiah 24:15 in Oriya 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Isaiah 29:24 in Oriya 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Isaiah 42:4 in Oriya 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Isaiah 43:6 in Oriya 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
Isaiah 49:1 in Oriya 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Isaiah 49:12 in Oriya 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।
Isaiah 49:22 in Oriya 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 52:15 in Oriya 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 60:9 in Oriya 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Isaiah 62:10 in Oriya 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
Isaiah 65:1 in Oriya 1 “ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।
Ezekiel 27:10 in Oriya 10 ପାରସ୍ୟ, ଲୁଦ୍ ଓ ପୁଟ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
Ezekiel 27:13 in Oriya 13 ଯବନ, ତୁବଲ ଓ ମେଷକ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Ezekiel 30:5 in Oriya 5 କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍ଗରେ ପତିତ ହେବେ।”
Ezekiel 38:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
Ezekiel 39:1 in Oriya 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 7:11 in Oriya 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Luke 2:34 in Oriya 34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
Romans 15:21 in Oriya 21 ଯେପରି ଲେଖା ଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାଁନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାଁନ୍ତି, ସେମାନେ ବୁଝିବେ।”
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,