Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Other Translations King James Version (KJV) Yet I had planted thee a noble vine, wholly a right seed: how then art thou turned into the degenerate plant of a strange vine unto me?
American Standard Version (ASV) Yet I had planted thee a noble vine, wholly a right seed: how then art thou turned into the degenerate branches of a foreign vine unto me?
Bible in Basic English (BBE) But when you were planted by me, you were a noble vine, in every way a true seed: how then have you been changed into the branching plant of a strange vine?
Darby English Bible (DBY) And I, -- I had planted thee a noble vine, wholly a right seed; how then art thou turned into the degenerate shoots of a strange vine unto me?
World English Bible (WEB) Yet I had planted you a noble vine, wholly a right seed: how then are you turned into the degenerate branches of a foreign vine to me?
Young's Literal Translation (YLT) And I planted thee a choice vine, wholly a true seed, And how hast thou been turned to Me, To the degenerate shoots of a strange vine?
Cross Reference Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Exodus 15:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
Deuteronomy 4:37 in Oriya 37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Deuteronomy 32:32 in Oriya 32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
Joshua 24:31 in Oriya 31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
Psalm 44:2 in Oriya 2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
Psalm 80:8 in Oriya 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
Psalm 105:6 in Oriya 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 5:4 in Oriya 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Lamentations 4:1 in Oriya 1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
Matthew 21:33 in Oriya 33 ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
Mark 12:1 in Oriya 1 ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
Luke 20:9 in Oriya 9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
John 15:1 in Oriya 1 ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।