Jeremiah 37:15 in Oriya 15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
Other Translations King James Version (KJV) Wherefore the princes were wroth with Jeremiah, and smote him, and put him in prison in the house of Jonathan the scribe: for they had made that the prison.
American Standard Version (ASV) And the princes were wroth with Jeremiah, and smote him, and put him in prison in the house of Jonathan the scribe; for they had made that the prison.
Bible in Basic English (BBE) And the rulers were angry with Jeremiah, and gave him blows and put him in prison in the house of Jonathan the scribe: for they had made that the prison.
Darby English Bible (DBY) And the princes were wroth with Jeremiah, and smote him, and put him in the place of confinement in the house of Jonathan the scribe: for they had made that the prison.
World English Bible (WEB) The princes were angry with Jeremiah, and struck him, and put him in prison in the house of Jonathan the scribe; for they had made that the prison.
Young's Literal Translation (YLT) and the heads are wroth against Jeremiah, and have smitten him, and put him in the prison-house -- the house of Jonathan the scribe, for it they had made for a prison-house.
Cross Reference Genesis 39:20 in Oriya 20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
2 Chronicles 16:10 in Oriya 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
2 Chronicles 18:26 in Oriya 26 ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
Jeremiah 20:1 in Oriya 1 ଯିରିମୀୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା।
Jeremiah 26:16 in Oriya 16 ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
Jeremiah 37:20 in Oriya 20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
Jeremiah 38:6 in Oriya 6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
Jeremiah 38:26 in Oriya 26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।'”
Matthew 21:35 in Oriya 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 26:67 in Oriya 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
Luke 20:10 in Oriya 10 ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ।
Luke 22:64 in Oriya 64 ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ ! କହ ତ କିଏ ତୋତେ ମାଇଲା ?
John 18:22 in Oriya 22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ?
Acts 5:18 in Oriya 18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।
Acts 5:28 in Oriya 28 “ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ,” ତଥାପି “ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।”
Acts 5:40 in Oriya 40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ।
Acts 12:4 in Oriya 4 ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
Acts 16:22 in Oriya 22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
Acts 23:2 in Oriya 2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।