Jeremiah 48:7 in Oriya 7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।
Other Translations King James Version (KJV) For because thou hast trusted in thy works and in thy treasures, thou shalt also be taken: and Chemosh shall go forth into captivity with his priests and his princes together.
American Standard Version (ASV) For, because thou hast trusted in thy works and in thy treasures, thou also shalt be taken: and Chemosh shall go forth into captivity, his priests and his princes together.
Bible in Basic English (BBE) For because you have put your faith in your strong places, you, even you, will be taken: and Chemosh will go out as a prisoner, his priests and his rulers together.
Darby English Bible (DBY) For because thou hast confided in thy works and in thy treasures, thou also shalt be taken, and Chemosh shall go forth into captivity, his priests and his princes together.
World English Bible (WEB) For, because you have trusted in your works and in your treasures, you also shall be taken: and Chemosh shall go forth into captivity, his priests and his princes together.
Young's Literal Translation (YLT) For, because of thy trusting in thy works, And in thy treasures, even thou art captured, And gone out hath Chemosh in a removal, His priests and his heads together.
Cross Reference Numbers 21:29 in Oriya 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
Judges 11:24 in Oriya 24 ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।
1 Kings 11:7 in Oriya 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
1 Kings 11:33 in Oriya 33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାଁନ୍ତି।
Psalm 40:4 in Oriya 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
Psalm 49:6 in Oriya 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Psalm 52:7 in Oriya 7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 59:4 in Oriya 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Jeremiah 9:23 in Oriya 23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Jeremiah 13:25 in Oriya 25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Jeremiah 43:12 in Oriya 12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ପିନ୍ଧେ, ସେପରି ସେ ମିସର ଦେଶ ଦ୍ୱାରା ଆପଣାକୁ ସଜ୍ଜିତ କରିବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
Jeremiah 48:13 in Oriya 13 ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବୈଥେଲ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Jeremiah 48:46 in Oriya 46 ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
Jeremiah 49:3 in Oriya 3 “ହେ ହିଶ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Hosea 10:13 in Oriya 13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
Revelation 18:7 in Oriya 7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।