Jeremiah 51:56 in Oriya 56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
Other Translations King James Version (KJV) Because the spoiler is come upon her, even upon Babylon, and her mighty men are taken, every one of their bows is broken: for the LORD God of recompences shall surely requite.
American Standard Version (ASV) for the destroyer is come upon her, even upon Babylon, and her mighty men are taken, their bows are broken in pieces; for Jehovah is a God of recompenses, he will surely requite.
Bible in Basic English (BBE) For the waster has come on her, even on Babylon, and her men of war are taken, their bows are broken: for the Lord is a rewarding God, and he will certainly give payment.
Darby English Bible (DBY) For the spoiler is come against her, against Babylon, and her mighty men are taken; their bows are broken in pieces; for Jehovah, the ùGod of recompences, will certainly requite.
World English Bible (WEB) for the destroyer is come on her, even on Babylon, and her mighty men are taken, their bows are broken in pieces; for Yahweh is a God of recompenses, he will surely requite.
Young's Literal Translation (YLT) For come in against it -- against Babylon -- hath a spoiler, And captured have been its mighty ones, Broken have been their bows, For the God of recompences -- Jehovah -- doth certainly repay.
Cross Reference Genesis 49:24 in Oriya 24 ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
Deuteronomy 32:35 in Oriya 35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।
1 Samuel 2:4 in Oriya 4 ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
Psalm 37:15 in Oriya 15 ସେମାନଙ୍କ ଖଡ଼୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
Psalm 46:9 in Oriya 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
Psalm 76:3 in Oriya 3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ଼୍ଗ ଓ ଯୁଦ୍ଧ ଭଙ୍ଗ କଲେ। ସେଲା
Psalm 94:1 in Oriya 1 ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ତୁମ୍ଭେ ପ୍ରକାଶମାନ ହୁଅ।
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 21:2 in Oriya 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
Isaiah 34:8 in Oriya 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Isaiah 35:4 in Oriya 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 59:18 in Oriya 18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
Jeremiah 49:35 in Oriya 35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
Jeremiah 50:10 in Oriya 10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
Jeremiah 50:28 in Oriya 28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Jeremiah 50:36 in Oriya 36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Jeremiah 51:6 in Oriya 6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Jeremiah 51:24 in Oriya 24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି।
Jeremiah 51:30 in Oriya 30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
Jeremiah 51:48 in Oriya 48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”
Ezekiel 39:3 in Oriya 3 ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।
Ezekiel 39:9 in Oriya 9 ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
Habakkuk 2:8 in Oriya 8 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
Revelation 17:16 in Oriya 16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
Revelation 18:5 in Oriya 5 କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।