Jeremiah 52:18 in Oriya 18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
Other Translations King James Version (KJV) The caldrons also, and the shovels, and the snuffers, and the bowls, and the spoons, and all the vessels of brass wherewith they ministered, took they away.
American Standard Version (ASV) The pots also, and the shovels, and the snuffers, and the basins, and the spoons, and all the vessels of brass wherewith they ministered, took they away.
Bible in Basic English (BBE) And the pots and the spades and the scissors for the lights and the spoons, and all the brass vessels used in the Lord's house, they took away.
Darby English Bible (DBY) The pots also, and the shovels, and the knives, and the bowls, and the cups, and all the vessels of brass wherewith they ministered, they took away.
World English Bible (WEB) The pots also, and the shovels, and the snuffers, and the basins, and the spoons, and all the vessels of brass with which they ministered, took they away.
Young's Literal Translation (YLT) and the pots, and the shovels, and the snuffers, and the bowls, and the spoons, and all the vessels of brass with which they minister, they have taken away;
Cross Reference Exodus 25:29 in Oriya 29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
Exodus 27:3 in Oriya 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
Exodus 37:16 in Oriya 16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
Exodus 37:23 in Oriya 23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
Exodus 38:3 in Oriya 3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
Numbers 4:7 in Oriya 7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
Numbers 4:14 in Oriya 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
Numbers 7:13 in Oriya 13 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Numbers 7:19 in Oriya 19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Numbers 7:26 in Oriya 26 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:32 in Oriya 32 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:38 in Oriya 38 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:44 in Oriya 44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:50 in Oriya 50 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:56 in Oriya 56 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
1 Kings 7:40 in Oriya 40 ପୁଣି, ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
1 Kings 7:45 in Oriya 45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
1 Kings 7:50 in Oriya 50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ।
2 Kings 25:14 in Oriya 14 ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
1 Chronicles 28:17 in Oriya 17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
2 Chronicles 4:8 in Oriya 8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
2 Chronicles 4:11 in Oriya 11 ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
2 Chronicles 4:16 in Oriya 16 ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
2 Chronicles 4:22 in Oriya 22 ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।
Ezra 1:10 in Oriya 10 ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,
Ezekiel 46:20 in Oriya 20 ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”