Job 1:21 in Oriya 21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Other Translations King James Version (KJV) And said, Naked came I out of my mother's womb, and naked shall I return thither: the LORD gave, and the LORD hath taken away; blessed be the name of the LORD.
American Standard Version (ASV) and he said, Naked came I out of my mother's womb, and naked shall I return thither: Jehovah gave, and Jehovah hath taken away; blessed be the name of Jehovah.
Bible in Basic English (BBE) With nothing I came out of my mother's body, and with nothing I will go back there; the Lord gave and the Lord has taken away; let the Lord's name be praised.
Darby English Bible (DBY) and he said, Naked came I out of my mother's womb, and naked shall I return thither: Jehovah gave, and Jehovah hath taken away; blessed be the name of Jehovah!
Webster's Bible (WBT) And said, Naked came I from my mother's womb, and naked shall I return thither: The LORD gave, and the LORD hath taken away; blessed be the name of the LORD.
World English Bible (WEB) He said, "Naked I came out of my mother's womb, and naked shall I return there. Yahweh gave, and Yahweh has taken away. Blessed be the name of Yahweh."
Young's Literal Translation (YLT) and he saith, `Naked came I forth from the womb of my mother, and naked I turn back thither: Jehovah hath given and Jehovah hath taken: let the name of Jehovah be blessed.'
Cross Reference Genesis 3:19 in Oriya 19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
Genesis 30:2 in Oriya 2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ'ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାଁନ୍ତି।”
Genesis 45:5 in Oriya 5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
1 Samuel 2:7 in Oriya 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
1 Samuel 3:18 in Oriya 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
2 Samuel 16:12 in Oriya 12 ହୋଇପାରେ, ମୋ' ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
1 Kings 12:15 in Oriya 15 ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
2 Kings 20:19 in Oriya 19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କ'ଣ (ଉତ୍ତମ) ନୁହେଁ ?”
Job 1:11 in Oriya 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।
Job 2:10 in Oriya 10 ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ'ଣ ଗ୍ରହଣ କରିବା ନାହିଁ ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
Psalm 34:1 in Oriya 1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ' ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Psalm 39:9 in Oriya 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Psalm 49:17 in Oriya 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
Psalm 89:38 in Oriya 38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
Ecclesiastes 5:15 in Oriya 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
Ecclesiastes 5:19 in Oriya 19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
Ecclesiastes 12:7 in Oriya 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
Isaiah 24:15 in Oriya 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Isaiah 42:24 in Oriya 24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?
Isaiah 45:7 in Oriya 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Lamentations 3:38 in Oriya 38 ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ ?
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Matthew 20:15 in Oriya 15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ?
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Ephesians 5:20 in Oriya 20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,
1 Thessalonians 5:18 in Oriya 18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଇଶ୍ବରଙ୍କ ଅଭିମତ।
1 Timothy 6:7 in Oriya 7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।