John 10:28 in Oriya28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।