John 5:39 in Oriya39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।