Joshua 6:4 in Oriya 4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
Other Translations King James Version (KJV) And seven priests shall bear before the ark seven trumpets of rams' horns: and the seventh day ye shall compass the city seven times, and the priests shall blow with the trumpets.
American Standard Version (ASV) And seven priests shall bear seven trumpets of rams' horns before the ark: and the seventh day ye shall compass the city seven times, and the priests shall blow the trumpets.
Bible in Basic English (BBE) And let seven priests go before the ark with seven loud-sounding horns in their hands: on the seventh day you are to go round the town seven times, the priests blowing their horns.
Darby English Bible (DBY) And seven priests shall carry before the ark seven blast-trumpets; and on the seventh day ye shall go round the city seven times, and the priests shall blow with the trumpets.
Webster's Bible (WBT) And seven priests shall bear before the ark seven trumpets of rams' horns: and the seventh day ye shall compass the city seven times, and the priests shall blow with the trumpets.
World English Bible (WEB) Seven priests shall bear seven trumpets of rams' horns before the ark: and the seventh day you shall compass the city seven times, and the priests shall blow the trumpets.
Young's Literal Translation (YLT) and seven priests do bear seven trumpets of the jubilee before the ark, and on the seventh day ye compass the city seven times, and the priests blow with the trumpets,
Cross Reference Genesis 2:3 in Oriya 3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
Genesis 7:2 in Oriya 2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
Leviticus 4:6 in Oriya 6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Leviticus 14:16 in Oriya 16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
Leviticus 25:8 in Oriya 8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
Numbers 10:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Numbers 23:1 in Oriya 1 ଏଥିଉତ୍ତାରେ ବିଲୀୟମ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ' ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ' ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
Judges 7:7 in Oriya 7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।
Judges 7:15 in Oriya 15 ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।
1 Kings 18:43 in Oriya 43 ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ରଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
2 Kings 5:10 in Oriya 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
2 Chronicles 13:12 in Oriya 12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
2 Chronicles 20:17 in Oriya 17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
2 Chronicles 20:19 in Oriya 19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ ସନ୍ତାନନଗଣର ଲେବୀୟମାନେ ଅତି ଉଚ୍ଚୈଃସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।
2 Chronicles 20:21 in Oriya 21 ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳ ସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।
Job 42:8 in Oriya 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Isaiah 27:13 in Oriya 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Zechariah 4:2 in Oriya 2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 1:20 in Oriya 20 ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।
Revelation 5:1 in Oriya 1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।
Revelation 5:6 in Oriya 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା।
Revelation 8:2 in Oriya 2 ତତ୍ପରେ ମୁଁ ଇଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
Revelation 8:6 in Oriya 6 ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।
Revelation 10:3 in Oriya 3 ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
Revelation 15:1 in Oriya 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଇଶ୍ବରଙ୍କ କ୍ରୋଧ ସମାପ୍ତ।
Revelation 15:7 in Oriya 7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଇଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।
Revelation 16:1 in Oriya 1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଇଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।