Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Other Translations King James Version (KJV) Woe unto them! for they have gone in the way of Cain, and ran greedily after the error of Balaam for reward, and perished in the gainsaying of Core.
American Standard Version (ASV) Woe unto them! For they went in the way of Cain, and ran riotously in the error of Balaam for hire, and perished in the gainsaying of Korah.
Bible in Basic English (BBE) A curse on them! They have gone in the way of Cain, running uncontrolled into the error of Balaam for reward, and have come to destruction by saying evil against the Lord, like Korah.
Darby English Bible (DBY) Woe to them! because they have gone in the way of Cain, and given themselves up to the error of Balaam for reward, and perished in the gainsaying of Core.
World English Bible (WEB) Woe to them! For they went in the way of Cain, and ran riotously in the error of Balaam for hire, and perished in Korah's rebellion.
Young's Literal Translation (YLT) wo to them! because in the way of Cain they did go on, and to the deceit of Balaam for reward they did rush, and in the gainsaying of Korah they did perish.
Cross Reference Genesis 4:3 in Oriya 3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
Numbers 16:1 in Oriya 1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି, ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍, ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;
Numbers 22:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Numbers 26:9 in Oriya 9 ସେହି ଇଲୀୟାବର ସନ୍ତାନ ନମୂୟେଲ, ଦାଥନ୍ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ୍ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
Numbers 31:16 in Oriya 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
Joshua 24:9 in Oriya 9 ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା।
Isaiah 3:9 in Oriya 9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
Isaiah 3:11 in Oriya 11 ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
Jeremiah 13:27 in Oriya 27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?
Ezekiel 13:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”
Micah 6:5 in Oriya 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Matthew 11:21 in Oriya 21 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।