Luke 22:19 in Oriya 19 ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
Other Translations King James Version (KJV) And he took bread, and gave thanks, and brake it, and gave unto them, saying, This is my body which is given for you: this do in remembrance of me.
American Standard Version (ASV) And he took bread, and when he had given thanks, he brake it, and gave to them, saying, This is my body which is given for you: this do in remembrance of me.
Bible in Basic English (BBE) And he took bread and, having given praise, he gave it to them when it had been broken, saying, This is my body, which is given for you: do this in memory of me.
Darby English Bible (DBY) And having taken a loaf, when he had given thanks, he broke [it], and gave [it] to them, saying, This is my body which is given for you: this do in remembrance of me.
World English Bible (WEB) He took bread, and when he had given thanks, he broke it, and gave to them, saying, "This is my body which is given for you. Do this in memory of me."
Young's Literal Translation (YLT) And having taken bread, having given thanks, he brake and gave to them, saying, `This is my body, that for you is being given, this do ye -- to remembrance of me.'
Cross Reference Genesis 41:26 in Oriya 26 ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
Psalm 78:4 in Oriya 4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
Psalm 111:4 in Oriya 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Daniel 2:38 in Oriya 38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
Daniel 4:22 in Oriya 22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Zechariah 5:7 in Oriya 7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
Matthew 14:19 in Oriya 19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
Matthew 26:26 in Oriya 26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର।
Mark 14:22 in Oriya 22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର।
Luke 22:17 in Oriya 17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
Luke 22:20 in Oriya 20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
Luke 24:30 in Oriya 30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
John 6:23 in Oriya 23 ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
John 6:51 in Oriya 51 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।
1 Corinthians 10:4 in Oriya 4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
1 Corinthians 10:16 in Oriya 16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ ?
1 Corinthians 11:23 in Oriya 23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
1 Thessalonians 5:18 in Oriya 18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଇଶ୍ବରଙ୍କ ଅଭିମତ।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।