Luke 8:18 in Oriya 18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।
Other Translations King James Version (KJV) Take heed therefore how ye hear: for whosoever hath, to him shall be given; and whosoever hath not, from him shall be taken even that which he seemeth to have.
American Standard Version (ASV) Take heed therefore how ye hear: for whosoever hath, to him shall be given; and whosoever hath not, from him shall be taken away even that which he thinketh he hath.
Bible in Basic English (BBE) So take care how you give hearing, for to him who has will be given, and from him who has not will be taken even what he seems to have.
Darby English Bible (DBY) Take heed therefore how ye hear; for whosoever has, to him shall be given, and whosoever has not, even what he seems to have shall be taken from him.
World English Bible (WEB) Be careful therefore how you hear. For whoever has, to him will be given; and whoever doesn't have, from him will be taken away even that which he thinks he has."
Young's Literal Translation (YLT) `See, therefore, how ye hear, for whoever may have, there shall be given to him, and whoever may not have, also what he seemeth to have, shall be taken from him.'
Cross Reference Deuteronomy 32:46 in Oriya 46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Proverbs 2:2 in Oriya 2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
Proverbs 14:12 in Oriya 12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
Matthew 7:22 in Oriya 22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?
Matthew 13:12 in Oriya 12 ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
Matthew 25:29 in Oriya 29 କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
Mark 4:23 in Oriya 23 ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।
Mark 13:14 in Oriya 14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
Luke 9:44 in Oriya 44 ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି।
Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
Luke 16:2 in Oriya 2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
Luke 16:19 in Oriya 19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Luke 19:26 in Oriya 26 ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Acts 17:11 in Oriya 11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
1 Corinthians 3:18 in Oriya 18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ।
1 Corinthians 8:2 in Oriya 2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
1 Corinthians 14:37 in Oriya 37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
Philippians 3:4 in Oriya 4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
James 1:19 in Oriya 19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
1 Peter 2:1 in Oriya 1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,