Mark 12:1 in Oriya 1 ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
Other Translations King James Version (KJV) And he began to speak unto them by parables. A certain man planted a vineyard, and set an hedge about it, and digged a place for the winefat, and built a tower, and let it out to husbandmen, and went into a far country.
American Standard Version (ASV) And he began to speak unto them in parables. A man planted a vineyard, and set a hedge about it, and digged a pit for the winepress, and built a tower, and let it out to husbandmen, and went into another country.
Bible in Basic English (BBE) And he gave them teaching in the form of stories. A man had a vine-garden planted, and put a wall about it, and made a place for crushing out the wine, and put up a tower, and let it out to field-workers, and went into another country.
Darby English Bible (DBY) And he began to say to them in parables, A man planted a vineyard, and made a fence round [it] and dug a wine-vat, and built a tower, and let it out to husbandmen, and left the country.
World English Bible (WEB) He began to speak to them in parables. "A man planted a vineyard, put a hedge around it, dug a pit for the winepress, built a tower, rented it out to a farmer, and went into another country.
Young's Literal Translation (YLT) And he began to speak to them in similes: `A man planted a vineyard, and put a hedge around, and digged an under-winevat, and built a tower, and gave it out to husbandmen, and went abroad;
Cross Reference Nehemiah 9:13 in Oriya 13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Psalm 78:68 in Oriya 68 ମାତ୍ର ଯିହୂଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Psalm 80:8 in Oriya 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
Psalm 147:19 in Oriya 19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
Song of Solomon 8:11 in Oriya 11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।
Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 7:23 in Oriya 23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Ezekiel 20:11 in Oriya 11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ !
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Ezekiel 20:49 in Oriya 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
Matthew 13:10 in Oriya 10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ?
Matthew 13:34 in Oriya 34 ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
Matthew 21:28 in Oriya 28 ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।
Matthew 25:14 in Oriya 14 କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ସେହିପରି।
Mark 4:2 in Oriya 2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ !
Mark 4:11 in Oriya 11 ସେଥିରେ ସେ ସେମାନଙ୍କୁ କହିଲେ, ଇଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Mark 4:33 in Oriya 33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
Mark 12:1 in Oriya 1 ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
Mark 13:34 in Oriya 34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
Luke 8:10 in Oriya 10 ସେଥିରେ ସେ କହିଲେ, ଇଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ।
Luke 13:6 in Oriya 6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
Luke 15:13 in Oriya 13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
Luke 19:12 in Oriya 12 ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
Luke 20:9 in Oriya 9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
Luke 22:9 in Oriya 9 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?
John 15:1 in Oriya 1 ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।
Acts 7:38 in Oriya 38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
Acts 7:46 in Oriya 46 ଦାଉଦ ଇଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଇଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
Romans 3:1 in Oriya 1 ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Romans 11:17 in Oriya 17 କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,