Mark 16:16 in Oriya16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।