Mark 4:15 in Oriya 15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Other Translations King James Version (KJV) And these are they by the way side, where the word is sown; but when they have heard, Satan cometh immediately, and taketh away the word that was sown in their hearts.
American Standard Version (ASV) And these are they by the way side, where the word is sown; and when they have heard, straightway cometh Satan, and taketh away the word which hath been sown in them.
Bible in Basic English (BBE) And these are they by the wayside, where the word is planted; and when they have given ear, the Evil One comes straight away and takes away the word which has been planted in them.
Darby English Bible (DBY) and these are they by the wayside where the word is sown, and when they hear, immediately Satan comes and takes away the word that was sown in them.
World English Bible (WEB) These are the ones by the road, where the word is sown; and when they have heard, immediately Satan comes, and takes away the word which has been sown in them.
Young's Literal Translation (YLT) and these are they by the way where the word is sown: and whenever they may hear, immediately cometh the Adversary, and he taketh away the word that hath been sown in their hearts.
Cross Reference Genesis 19:14 in Oriya 14 ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
Job 1:6 in Oriya 6 ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Zechariah 3:1 in Oriya 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Matthew 4:10 in Oriya 10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Matthew 22:5 in Oriya 5 କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,
Mark 4:4 in Oriya 4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
Luke 8:12 in Oriya 12 ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
Luke 14:18 in Oriya 18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 17:18 in Oriya 18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
Acts 17:32 in Oriya 32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
Acts 18:14 in Oriya 14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା,
Acts 25:19 in Oriya 19 କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
Acts 26:31 in Oriya 31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।
2 Corinthians 2:11 in Oriya 11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ।
2 Corinthians 4:3 in Oriya 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 12:16 in Oriya 16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ।
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Revelation 20:7 in Oriya 7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।