Mark 9:12 in Oriya 12 ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି ?
Other Translations King James Version (KJV) And he answered and told them, Elias verily cometh first, and restoreth all things; and how it is written of the Son of man, that he must suffer many things, and be set at nought.
American Standard Version (ASV) And he said unto them, Elijah indeed cometh first, and restoreth all things: and how is it written of the Son of man, that he should suffer many things and be set at nought?
Bible in Basic English (BBE) And he said to them, Truly, Elijah does come first, and puts all things in order; and how is it said in the Writings that the Son of man will go through much sorrow and be made as nothing?
Darby English Bible (DBY) And he answering said to them, Elias indeed, having first come, restores all things; and how is it written of the Son of man that he must suffer much, and be set at nought:
World English Bible (WEB) He said to them, "Elijah indeed comes first, and restores all things. How is it written about the Son of Man, that he should suffer many things and be despised?
Young's Literal Translation (YLT) And he answering said to them, `Elijah indeed, having come first, doth restore all things; and how hath it been written concerning the Son of Man, that many things he may suffer, and be set at nought?
Cross Reference Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Psalm 74:22 in Oriya 22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
Isaiah 40:3 in Oriya 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 50:6 in Oriya 6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
Isaiah 52:14 in Oriya 14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Zechariah 11:13 in Oriya 13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Malachi 4:6 in Oriya 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Matthew 3:1 in Oriya 1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Matthew 11:2 in Oriya 2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
Matthew 16:21 in Oriya 21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ।
Matthew 26:24 in Oriya 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Mark 1:2 in Oriya 2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Luke 1:16 in Oriya 16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଇଶ୍ବରଙ୍କ ପ୍ରତି ଫେରାଇବ।
Luke 1:76 in Oriya 76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Luke 3:2 in Oriya 2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଇଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
Luke 23:11 in Oriya 11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
Luke 23:39 in Oriya 39 ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
John 1:6 in Oriya 6 ଇଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
John 3:27 in Oriya 27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ।
Philippians 2:7 in Oriya 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;