Matthew 28:20 in Oriya20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।