Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Other Translations King James Version (KJV) I indeed baptize you with water unto repentance: but he that cometh after me is mightier than I, whose shoes I am not worthy to bear: he shall baptize you with the Holy Ghost, and with fire:
American Standard Version (ASV) I indeed baptize you in water unto repentance: but he that cometh after me is mightier than I, whose shoes I am not worthy to bear: he shall baptize you in the Holy Spirit and `in' fire:
Bible in Basic English (BBE) Truly, I give baptism with water to those of you whose hearts are changed; but he who comes after me is greater than I, whose shoes I am not good enough to take up: he will give you baptism with the Holy Spirit and with fire:
Darby English Bible (DBY) *I* indeed baptise you with water to repentance, but he that comes after me is mightier than I, whose sandals I am not fit to bear; *he* shall baptise you with [the] Holy Spirit and fire;
World English Bible (WEB) I indeed baptize you in water for repentance, but he who comes after me is mightier than I, whose shoes I am not worthy to carry. He will baptize you in the Holy Spirit.{TR and NU add "and with fire"}
Young's Literal Translation (YLT) `I indeed do baptize you with water to reformation, but he who after me is coming is mightier than I, of whom I am not worthy to bear the sandals, he shall baptize you with the Holy Spirit and with fire,
Cross Reference Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Isaiah 59:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Matthew 3:6 in Oriya 6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ।
Mark 1:4 in Oriya 4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
Mark 1:7 in Oriya 7 ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
Luke 1:17 in Oriya 17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
Luke 3:3 in Oriya 3 ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
Luke 3:16 in Oriya 16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Luke 7:6 in Oriya 6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
John 1:15 in Oriya 15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
John 1:26 in Oriya 26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
John 1:30 in Oriya 30 ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
John 1:33 in Oriya 33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
John 3:23 in Oriya 23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
Acts 1:5 in Oriya 5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।
Acts 2:2 in Oriya 2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
Acts 11:15 in Oriya 15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
Acts 13:24 in Oriya 24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Acts 19:4 in Oriya 4 ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।
1 Corinthians 12:13 in Oriya 13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ।
Galatians 3:27 in Oriya 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।