Micah 1:13 in Oriya 13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
Other Translations King James Version (KJV) O thou inhabitant of Lachish, bind the chariot to the swift beast: she is the beginning of the sin to the daughter of Zion: for the transgressions of Israel were found in thee.
American Standard Version (ASV) Bind the chariot to the swift steed, O inhabitant of Lachish: she was the beginning of sin to the daughter of Zion; for the transgressions of Israel were found in thee.
Bible in Basic English (BBE) Let the war-carriage be yoked to the quick-running horse, you who are living in Lachish: she was the first cause of sin to the daughter of Zion; for the wrongdoings of Israel were seen in you.
Darby English Bible (DBY) Bind the chariot to the swift steed, O inhabitress of Lachish: she was the beginning of sin to the daughter of Zion; for in thee were found the transgressions of Israel.
World English Bible (WEB) Harness the chariot to the swift steed, inhabitant of Lachish. She was the beginning of sin to the daughter of Zion; For the transgressions of Israel were found in you.
Young's Literal Translation (YLT) Bind the chariot to a swift beast, O inhabitant of Lachish, The beginning of sin `is' she to the daughter of Zion, For in thee have been found the transgressions of Israel.
Cross Reference Genesis 19:17 in Oriya 17 ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
Exodus 32:21 in Oriya 21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ'ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”
Joshua 10:3 in Oriya 3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା,
Joshua 15:39 in Oriya 39 ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
1 Kings 13:33 in Oriya 33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
1 Kings 16:31 in Oriya 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
2 Kings 8:18 in Oriya 18 ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 18:13 in Oriya 13 ଏଥିଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
2 Kings 18:17 in Oriya 17 ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
2 Chronicles 11:9 in Oriya 9 ଅଦୋରୟୀମ୍, ଲାଖୀଶ୍, ଅସେକା,
2 Chronicles 32:9 in Oriya 9 ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକିୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
Isaiah 10:31 in Oriya 31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
Isaiah 37:8 in Oriya 8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 4:29 in Oriya 29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
Ezekiel 23:11 in Oriya 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
Micah 1:5 in Oriya 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 18:1 in Oriya 1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।