Numbers 12:8 in Oriya 8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
Other Translations King James Version (KJV) With him will I speak mouth to mouth, even apparently, and not in dark speeches; and the similitude of the LORD shall he behold: wherefore then were ye not afraid to speak against my servant Moses?
American Standard Version (ASV) with him will I speak mouth to mouth, even manifestly, and not in dark speeches; and the form of Jehovah shall he behold: wherefore then were ye not afraid to speak against my servant, against Moses?
Bible in Basic English (BBE) With him I will have talk mouth to mouth, openly and not in dark sayings; and with his eyes he will see the form of the Lord: why then had you no fear of saying evil against my servant Moses?
Darby English Bible (DBY) Mouth to mouth do I speak to him openly, and not in riddles; and the form of Jehovah doth he behold. Why then were ye not afraid to speak against my servant, against Moses?
Webster's Bible (WBT) With him will I speak mouth to mouth, even apparently, and not in dark speeches; and the similitude of the LORD shall he behold: why then were ye not afraid to speak against my servant Moses?
World English Bible (WEB) with him will I speak mouth to mouth, even manifestly, and not in dark speeches; and the form of Yahweh shall he see: why then were you not afraid to speak against my servant, against Moses?
Young's Literal Translation (YLT) mouth unto mouth I speak with him, and `by' an appearance, and not in riddles; and the form of Jehovah he beholdeth attentively; and wherefore have ye not been afraid to speak against My servant -- against Moses?'
Cross Reference Exodus 20:4 in Oriya 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Exodus 24:10 in Oriya 10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
Exodus 33:11 in Oriya 11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
Exodus 33:19 in Oriya 19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
Exodus 33:23 in Oriya 23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”
Exodus 34:5 in Oriya 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
Exodus 34:30 in Oriya 30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
Numbers 14:14 in Oriya 14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
Deuteronomy 4:15 in Oriya 15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
Deuteronomy 34:10 in Oriya 10 ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
Psalm 17:15 in Oriya 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Psalm 49:4 in Oriya 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
Isaiah 40:18 in Oriya 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Ezekiel 17:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
Ezekiel 20:49 in Oriya 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
Matthew 13:35 in Oriya 35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 14:7 in Oriya 7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
1 Corinthians 13:12 in Oriya 12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
Jude 1:8 in Oriya 8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।